Online Bible

- Advertisements -




ଆଦି ପୁସ୍ତକ 6:2 - ପବିତ୍ର ବାଇବଲ

2-4 ପରମେଶ୍ୱରଙ୍କର ପୁତ୍ରଗଣ ଦେଖିଲେ, ସେହି କନ୍ୟାମାନେ ଦେଖିବାକୁ ବହୁତ ସୁନ୍ଦରୀ। ତେଣୁ ପରମେଶ୍ୱରଙ୍କର ପୁତ୍ରଗଣ ସେମାନଙ୍କ ପସନ୍ଦ ଅନୁସାରେ ସେମାନଙ୍କୁ ବିବାହ କଲେ। ସେହି ସ୍ତ୍ରୀମାନେ ପିଲାମାନଙ୍କୁ ଜନ୍ମ ଦେଲେ। ସେହି ସମୟରେ ଓ ପରେ ମଧ୍ୟ ପୃଥିବୀରେ ଦୈତ୍ୟମାନେ ଥିଲେ। ସେମାନେ ପୂର୍ବ ସମୟର ପ୍ରସିଦ୍ଧ ଯୋଦ୍ଧା ଥିଲେ। ଏହା ପରେ ସଦାପ୍ରଭୁ କହିଲେ, “ଲୋକମାନେ ମନୁଷ୍ୟ ମାତ୍ର, ଆମ୍ଭର ଆତ୍ମା ମନୁଷ୍ୟ ମଧ୍ୟରେ ସର୍ବଦା ଅଧିଷ୍ଠାନ କରିବ ନାହିଁ, କାରଣ ସେମାନେ କେବଳ ଶାରୀରିକ ଅଟନ୍ତି। ଏଥିପାଇଁ ସେମାନଙ୍କର ପରମାୟୁ 120 ବର୍ଷ ହେବ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ସେତେବେଳେ ପରମେଶ୍ଵରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।

See the chapter Copy

ଓଡିଆ ବାଇବେଲ

2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।

See the chapter Copy




ଆଦି ପୁସ୍ତକ 6:2

Follow us:

Advertisements


Advertisements