ଆଦି ପୁସ୍ତକ 6:5 - ପବିତ୍ର ବାଇବଲ5 ସଦାପ୍ରଭୁ ଦେଖିଲେ ପୃଥିବୀର ଲୋକମାନେ ବହୁତ ମନ୍ଦ ଥିଲେ। ସଦାପ୍ରଭୁ ଦେଖିଲେ ଯେ, ଲୋକମାନେ ସର୍ବଦା କେବଳ ମନ୍ଦ ବିଷୟ ଚିନ୍ତା କରୁଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)5 ଅନନ୍ତର ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦମାତ୍ର। See the chapterଓଡିଆ ବାଇବେଲ5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର। See the chapter |