ଆଦି ପୁସ୍ତକ 7:1 - ପବିତ୍ର ବାଇବଲ1 ଏହା ପରେ ସଦାପ୍ରଭୁ ନୋହଙ୍କୁ କହିଲେ, “ମୁଁ ଦେଖିଛି ତୁମ୍ଭେ ଜଣେ ଧାର୍ମିକ ଲୋକ, ଏହି କାଳର ଦୁଷ୍ଟ ଲୋକମାନଙ୍କ ମଧ୍ୟରେ। ତେଣୁ ତୁମ୍ଭର ପରିବାର ଏକତ୍ରିତ ହୋଇ ଜାହାଜରେ ପ୍ରବେଶ କର। See the chapterପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁ ନୋହଙ୍କୁ କହିଲେ, ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। See the chapterଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁ ନୋହଙ୍କୁ କହିଲେ, “ତୁମ୍ଭେ ସପରିବାରରେ ଜାହାଜରେ ପ୍ରବେଶ କର; କାରଣ ଏହି କାଳର ଲୋକମାନଙ୍କ ମଧ୍ୟରେ ଆମ୍ଭେ ଆପଣା ସାକ୍ଷାତରେ ତୁମ୍ଭକୁ ଧାର୍ମିକ ଦେଖିଅଛୁ। See the chapter |