ଆଦି ପୁସ୍ତକ 7:15 - ପବିତ୍ର ବାଇବଲ15 ନୋହଙ୍କ ସହିତ ଏହି ସମସ୍ତ ଜୀବ ଜାହାଜ ମଧ୍ୟରେ ରହିଲେ। ସମସ୍ତ ଜୀବିତ ପ୍ରାଣୀ ଯୋଡ଼ା ଯୋଡ଼ା ହୋଇ ଆସିଲେ। See the chapterପବିତ୍ର ବାଇବଲ (Re-edited) - (BSI)15 ଅର୍ଥାତ୍, ପ୍ରାଣବାୟୁବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ। See the chapterଓଡିଆ ବାଇବେଲ15 ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଅର୍ଥାତ୍, ପ୍ରାଣବାୟୁ ବିଶିଷ୍ଟ ସର୍ବପ୍ରକାର ଜୀବଜନ୍ତୁ ଯୋଡ଼ା ଯୋଡ଼ା ହୋଇ ନୋହଙ୍କ ନିକଟକୁ ଯାଇ ଜାହାଜରେ ପ୍ରବେଶ କଲେ। See the chapter |