Online Bible

- Advertisements -




ଆଦି ପୁସ୍ତକ 7:2 - ପବିତ୍ର ବାଇବଲ

2 ତୁମ୍ଭେ ତୁମ୍ଭ ସହିତ ସାତ ଯୋଡ଼ି ଶୁଚି ପଶୁ ଓ ଏକ ଯୋଡ଼ି ଅଶୁଚି ପଶୁ ନେଇ ଆସିବ। ପ୍ରତ୍ୟେକ ଯୋଡ଼ିରେ ଗୋଟିଏ ପୁରୁଷ ଓ ଗୋଟିଏ ସ୍ତ୍ରୀ ନିଶ୍ଚୟ ରହିବ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;

See the chapter Copy

ଓଡିଆ ବାଇବେଲ

2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ପୃଥିବୀରେ ବଂଶ ରକ୍ଷା କରିବା ପାଇଁ ପ୍ରତ୍ୟେକ ଶୁଚି ପଶୁଜାତିର ସାତ ସାତ ଦମ୍ପତି ଓ ପ୍ରତ୍ୟେକ ଅଶୁଚି ପଶୁଜାତିର ଏକ ଏକ ଦମ୍ପତି;

See the chapter Copy




ଆଦି ପୁସ୍ତକ 7:2

Follow us:

Advertisements


Advertisements