ଆଦି ପୁସ୍ତକ 7:20 - ପବିତ୍ର ବାଇବଲ20 ଜଳରାଶିର ପତ୍ତନ ବଢ଼ିବାକୁ ଲାଗିଲା, ଏପରିକି ଉଚ୍ଚ ପର୍ବତ ଉପରେ ପନ୍ଦର ହାତ ପାଣି ଚଢ଼ି ରହିଲା। See the chapterପବିତ୍ର ବାଇବଲ (Re-edited) - (BSI)20 ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ। See the chapterଓଡିଆ ବାଇବେଲ20 ତହିଁ ଉପରେ ପନ୍ଦର କିଉବିଟ୍ସ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ତହିଁ ଉପରେ ପନ୍ଦର ହାତ ପର୍ଯ୍ୟନ୍ତ ଜଳ ଉଠିଲା; ତହୁଁ ପର୍ବତମାନ ମଗ୍ନ ହେଲେ। See the chapter |