ଆଦି ପୁସ୍ତକ 8:7 - ପବିତ୍ର ବାଇବଲ7 ତା'ପରେ ନୋହ ଏକ କାଉକୁ ଆକାଶ ଉପରେ ଉଡ଼ାଇ ଦେଲେ। ସେହି କାଉଟି ପାଣି ଛାଡ଼ି ଭୂମି ଶୁଖିବା ପର୍ଯ୍ୟନ୍ତ ଏକ ସ୍ଥାନରୁ ଅନ୍ୟ ସ୍ଥାନକୁ ଉଡ଼ିଲା। See the chapterପବିତ୍ର ବାଇବଲ (Re-edited) - (BSI)7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। See the chapterଓଡିଆ ବାଇବେଲ7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ପୃଥିବୀର ଜଳ ଶୁଷ୍କ ହେବା ପର୍ଯ୍ୟନ୍ତ ସେ ଏଣେତେଣେ ଗତାୟାତ କଲା। See the chapter |