ଆଦି ପୁସ୍ତକ 9:10 - ପବିତ୍ର ବାଇବଲ10 ଆମ୍ଭେ ଆମ୍ଭର ପ୍ରତିଜ୍ଞା କରିବା ସମସ୍ତ ପକ୍ଷୀ, ସମଗ୍ର ଗୃହପାଳିତ ପଶୁ, ଏବଂ ସମସ୍ତ ପଶୁମାନେ ଯେଉଁସବୁ ତୁମ୍ଭ ସହିତ ଜାହାଜରୁ ବାହାରି ଥିଲେ। ଆମ୍ଭେ ଆମ୍ଭର ପ୍ରତିଜ୍ଞା ସମସ୍ତ ପୃଥିବୀସ୍ଥ ଜୀବନ୍ତ ପ୍ରାଣୀଙ୍କ ପାଇଁ କରିବା। See the chapterପବିତ୍ର ବାଇବଲ (Re-edited) - (BSI)10 ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। See the chapterଓଡିଆ ବାଇବେଲ10 ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଅର୍ଥାତ୍, ଜାହାଜରୁ ବହିର୍ଗତ ଗ୍ରାମ୍ୟ ଓ ବନ୍ୟ ପଶୁ ଓ ପକ୍ଷୀ ପ୍ରଭୃତି ପୃଥିବୀସ୍ଥ ସମସ୍ତ ପ୍ରାଣୀ ସହିତ ଆମ୍ଭେ ଆପଣା ନିୟମ ସ୍ଥିର କରୁଅଛୁ। See the chapter |