ହାଗୟ 2:2 - ପବିତ୍ର ବାଇବଲ2 “ଏହି ବାର୍ତ୍ତା ଯିହୁଦାର ଦେଶାଧ୍ୟକ୍ଷ ଶଲ୍ଟୀୟେଲଙ୍କ ପୁତ୍ର ଯିରୁବ୍ବାବିଲଙ୍କୁ ଓ ମହାଯାଜକ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟଙ୍କୁ ଏବଂ ସମସ୍ତ ଲୋକଙ୍କୁ କୁହ। See the chapterପବିତ୍ର ବାଇବଲ (Re-edited) - (BSI)2 ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ, See the chapterଓଡିଆ ବାଇବେଲ2 ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 “ଏବେ ଶଲ୍ଟୀୟେଲଙ୍କ ପୁତ୍ର ଯିହୁଦୀୟ ଦେଶାଧ୍ୟକ୍ଷ ଯିରୁବ୍ବାବିଲ୍ଙ୍କୁ ଓ ଯିହୋଷାଦକଙ୍କ ପୁତ୍ର ଯିହୋଶୂୟ ମହାଯାଜକଙ୍କୁ ଓ ଲୋକମାନଙ୍କର ଅବଶିଷ୍ଟାଂଶକୁ କୁହ, See the chapter |