ଏବ୍ରୀ 11:2 - ପବିତ୍ର ବାଇବଲ2 ପ୍ରାଚୀନ କାଳରେ, ଲୋକମାନଙ୍କର ଏହିଭଳି ବିଶ୍ୱାସ ଥିଲା ବୋଲି, ପରମେଶ୍ୱର ସେମାନଙ୍କ ଉପରେ ପ୍ରସନ୍ନ ଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ତଦ୍ଦ୍ଵାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ। See the chapterଓଡିଆ ବାଇବେଲ2 ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ । See the chapterପବିତ୍ର ବାଇବଲ (CL) NT (BSI)2 ପୁରାକାଳର ଲୋକମାନେ ସେମାନଙ୍କ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କ ସନ୍ତୋଷଭାଜନ ହୋଇଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ। See the chapter |