ଏବ୍ରୀ 2:5 - ପବିତ୍ର ବାଇବଲ5 ଯେଉଁ ଭାବୀଜଗତ ବିଷୟରେ ଆମ୍ଭେ ଆଲୋଚନା କରୁଛୁ, ତାହାକୁ ଶାସନ କରିବା ପାଇଁ ପରମେଶ୍ୱର ଦୂତମାନଙ୍କୁ ବାଛି ନାହାନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)5 କାରଣ ଯେଉଁ ଭାବୀ ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାନ୍ତି। See the chapterଓଡିଆ ବାଇବେଲ5 କାରଣ ଯେଉଁ ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ସେ ଦୂତମାନଙ୍କ ଅଧୀନ କରି ନାହାଁନ୍ତି। See the chapterପବିତ୍ର ବାଇବଲ (CL) NT (BSI)5 ଈଶ୍ୱର ଯେଉଁ ନୂତନ ଜଗତ ସୃଷ୍ଟି କରିବେ ଓ ଯେଉଁ ଜଗତର କଥା ଆମ୍ଭେମାନେ କହୁଛୁ, ତାହାର ଅଧିପତି ଭାବରେ ସେ ସ୍ୱର୍ଗଦୂତମାନଙ୍କୁ ନିଯୁକ୍ତ କରି ନାହାଁନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଯାହା ଭାବି ଜଗତର କଥା ଆମ୍ଭେମାନେ କହୁଅଛୁ, ତାହା ଈଶ୍ବର ଦୂତମାନଙ୍କ ଅଧୀନ କରି ନାହାନ୍ତି। See the chapter |