ଏବ୍ରୀ 3:1 - ପବିତ୍ର ବାଇବଲ1 ଅତଏବ ତୁମ୍ଭେମାନେ ସମସ୍ତେ ଯୀଶୁଙ୍କଠାରେ ମନ ଦିଅ। ପରମେଶ୍ୱର ତାହାଙ୍କୁ ଆମ୍ଭପାଖକୁ ପଠାଇଛନ୍ତି। ସେ ଆମ୍ଭ ବିଶ୍ୱାସର ମହାଯାଜକ। ମୋ’ ପବିତ୍ର ଭାଇ ଓ ଭଉଣୀମାନେ, ମୁଁ ଏ କଥା ତୁମ୍ଭମାନଙ୍କୁ କହୁଛି ଯେ, ପରମେଶ୍ୱର ତୁମ୍ଭମାନଙ୍କୁ ସମସ୍ତଙ୍କୁ ଆହ୍ୱାନ କରିଛନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)1 ଅତଏବ, ହେ ସ୍ଵର୍ଗୀୟ ଆହ୍ଵାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ଵାସ ମତାନୁସାରେ ପ୍ରେରିତ ଓ ମହାଯାଜକ। ଯୀଶୁଙ୍କ ବିଷୟ ଭାବି ଦେଖ; See the chapterଓଡିଆ ବାଇବେଲ1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର; See the chapterପବିତ୍ର ବାଇବଲ (CL) NT (BSI)1 ଖ୍ରୀଷ୍ଟବିଶ୍ବାସୀ ଭାଇମାନେ, ତୁମ୍ଭେମାନେ ମଧ୍ୟ ଈଶ୍ୱରଙ୍କ ଦ୍ୱାରା ଆହୂତ! ତୁମ୍ଭେମାନେ ଯୀଶୁଙ୍କୁ ବିଷୟ ଚିନ୍ତା କର, ସେ ଆମ୍ଭମାନଙ୍କର ଧର୍ମବିଶ୍ୱାସର ମହାଯାଜକ ହେବା ନିମନ୍ତେ ଈଶ୍ବରଙ୍କ ଦ୍ୱାରା ପ୍ରେରିତ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଅତଏବ, ହେ ସ୍ୱର୍ଗୀୟ ଆହ୍ୱାନର ସହଭାଗୀ ପବିତ୍ର ଭ୍ରାତୃଗଣ, ଆମ୍ଭମାନଙ୍କ ବିଶ୍ୱାସ ମତାନୁସାରେ ପ୍ରେରିତ ଓ ମହାଯାଜକ ଯୀଶୁଙ୍କ ବିଷୟ ବିବେଚନା କର; See the chapter |