ଏବ୍ରୀ 3:16 - ପବିତ୍ର ବାଇବଲ16 ପରମେଶ୍ୱରଙ୍କ ବାକ୍ୟ ଶୁଣି କେଉଁମାନେ ତାହାଙ୍କର ବିରୁଦ୍ଧାଚରଣ କରିଥିଲେ? ଯେଉଁମାନେ ମୋଶାଙ୍କ ଦ୍ୱାରା ମିଶର ଦେଶରୁ ବାହାରି ଆସିଥିଲେ, ଏମାନେ ସେହି ଲୋକ ଅଟନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ଵାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେସମସ୍ତେ କଅଣ ନୁହନ୍ତି? See the chapterଓଡିଆ ବାଇବେଲ16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କ'ଣ ନୁହଁନ୍ତି ? See the chapterପବିତ୍ର ବାଇବଲ (CL) NT (BSI)16 ଈଶ୍ୱରଙ୍କ ବାଣୀ ଶୁଣି ସୁଦ୍ଧା ଯେଉଁମାନେ ତାଙ୍କ ପ୍ରତି ବିଦ୍ରୋହାଚରଣ କଲେ, ସେମାନେ କିଏ? ଯେଉଁମାନଙ୍କୁ ମୋଶା ମିଶର ଦେଶରୁ କଢ଼ାଇ ଆଣିଥିଲେ, ସେହିମାନେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ତେବେ କେଉଁମାନେ ଶୁଣି ବିରକ୍ତି ଜନ୍ମାଇଲେ? ମୋଶାଙ୍କ ଦ୍ୱାରା ମିସର ଦେଶରୁ ଯେଉଁମାନେ ବାହାରି ଆସିଥିଲେ, ସେ ସମସ୍ତେ କଅଣ ନୁହଁନ୍ତି? See the chapter |