ଏବ୍ରୀ 3:2 - ପବିତ୍ର ବାଇବଲ2 ପରମେଶ୍ୱର ଯୀଶୁଙ୍କୁ ମହାଯାଜକ ସ୍ୱରୂପେ ଆମ୍ଭ ପାଖକୁ ପଠାଇଛନ୍ତି। ମୋଶାଙ୍କ ପରି ଯୀଶୁ ମଧ୍ୟ ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। ଈଶ୍ୱରଙ୍କ ଗୃହରେ ଈଶ୍ୱର ଇଚ୍ଛା କରୁଥିବା ସମସ୍ତ କାର୍ଯ୍ୟ ସେ କଲେ। See the chapterପବିତ୍ର ବାଇବଲ (Re-edited) - (BSI)2 ମୋଶା ଯେପରି ଈଶ୍ଵରଙ୍କ ଗୃହ ମଧ୍ୟରେ ବିଶ୍ଵସ୍ତ ଥିଲେ, ସେ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ଵସ୍ତ। See the chapterଓଡିଆ ବାଇବେଲ2 ମୋଶା ଯେପରି ଈଶ୍ୱରଙ୍କ ଗୃହ ମଧ୍ୟରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ । See the chapterପବିତ୍ର ବାଇବଲ (CL) NT (BSI)2 ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱାସ୍ତ ଭାବରେ କାର୍ଯ୍ୟ କରିଥିଲେ, ଈଶ୍ବରଭ୍କ ମନୋନୀତ ଯୀଶୁ ସେହିପରି ଏହି କାର୍ଯ୍ୟ ନିମନ୍ତେ ଈଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ମୋଶା ଯେପରି ଈଶ୍ବରଙ୍କ ଗୃହରେ ବିଶ୍ୱସ୍ତ ଥିଲେ, ଯୀଶୁ ସେହିପରି ଆପଣା ନିଯୋଗକର୍ତ୍ତାଙ୍କ ପ୍ରତି ବିଶ୍ୱସ୍ତ ଥିଲେ। See the chapter |