ଏବ୍ରୀ 3:3 - ପବିତ୍ର ବାଇବଲ3 ଯେତେବେଳେ ଜଣେ ଲୋକ ଘରଟିଏ ତିଆରି କଲେ, ଲୋକେ ଘର ତୁଳନାରେ ସେହି ଲୋକକୁ ଅଧିକ ସମ୍ମାନ ଦିଅନ୍ତି। ଯୀଶୁଙ୍କ ପାଇଁ ମଧ୍ୟ ଏହା ପ୍ରଜୁଜ୍ୟ। ମୋଶାଙ୍କ ତୁଳନାରେ ଯୀଶୁ ଅଧିକ ସମ୍ମାନର ଯୋଗ୍ୟ। See the chapterପବିତ୍ର ବାଇବଲ (Re-edited) - (BSI)3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ସେ ମୋଶାଙ୍କ ଅପେକ୍ଷା ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି। See the chapterଓଡିଆ ବାଇବେଲ3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)3 ଗୃହ ଅପେକ୍ଷା ଗୃହନିର୍ମାତାକୁ ଅଧିକ ସମ୍ମାନ ଦିଆଯାଏ। ସେହିପରି ମୋଶାଙ୍କ ଅପେକ୍ଷା ଯୀଶୁ ଅଧିକ ସମ୍ମାନ ପାଇବାକୁ ଯୋଗ୍ୟ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ଗୃହ ଅପେକ୍ଷା ଗୃହର ସ୍ଥାପନକର୍ତ୍ତା ଯେପରି ଅଧିକ ସମାଦର ପ୍ରାପ୍ତ ହୁଅନ୍ତି, ସେହିପରି ମୋଶାଙ୍କ ଅପେକ୍ଷା ସେ ଅଧିକ ଗୌରବର ଯୋଗ୍ୟ ବୋଲି ଗଣିତ ହୋଇଅଛନ୍ତି। See the chapter |