Online Bible

- Advertisements -




ଏବ୍ରୀ 7:24 - ପବିତ୍ର ବାଇବଲ

24 କିନ୍ତୁ ଯୀଶୁ ଅମର। ସେ କେବେ ହେଲେ ଯାଜକ ସେବାରୁ ଅବ୍ୟାହିତ ହେବେ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ଵ ପ୍ରାପ୍ତ ହୋଇଅଛନ୍ତି।

See the chapter Copy

ଓଡିଆ ବାଇବେଲ

24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ତ୍ୱ ପ୍ରାପ୍ତ ହୋଇଅଛନ୍ତି ।

See the chapter Copy

ପବିତ୍ର ବାଇବଲ (CL) NT (BSI)

24 ମାତ୍ର ଯୀଶୁ ଚିରକାଳ ଜାବିତ। ସୁତରାଂ ତାଙ୍କର ଯାଜକ ପଦରେ ଅନ୍ୟ କେହି ନିଯୁକ୍ତ ହେବା ପ୍ରଶ୍ନ ନାହିଁ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 କିନ୍ତୁ ସେ ନିତ୍ୟସ୍ଥାୟୀ ହେବାରୁ ଅପରିବର୍ତ୍ତନୀୟ ଯାଜକତ୍ୱ ପ୍ରାପ୍ତ କରିଅଛନ୍ତି।

See the chapter Copy




ଏବ୍ରୀ 7:24

Follow us:

Advertisements


Advertisements