Online Bible

- Advertisements -




ଏବ୍ରୀ 7:28 - ପବିତ୍ର ବାଇବଲ

28 ବ୍ୟବସ୍ଥା ଦୁର୍ବଳତା ବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ। ପରମେଶ୍ୱର ଯେଉଁ ଶପଥ ବ୍ୟବସ୍ଥା ପରେ କରିଥିଲେ, ତଦ୍ଦ୍ୱାରା ପରମେଶ୍ୱରଙ୍କ ପୁତ୍ର ଅନନ୍ତକାଳ ପର୍ଯ୍ୟନ୍ତ ମହାଯାଜକ ପଦରେ ନିଯୁକ୍ତି ପାଇଲେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

28 ଯେଣୁ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନ; କାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ।

See the chapter Copy

ଓଡିଆ ବାଇବେଲ

28 ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ ।

See the chapter Copy

ପବିତ୍ର ବାଇବଲ (CL) NT (BSI)

28 ମୋଶାଙ୍କ ବ୍ୟବସ୍ଥାରେ ନିଯୁକ୍ତ ମହାଯାଜକମାନଙ୍କର ଦୋଷ ଦୁର୍ବଳତା ଥାଏ; କିନ୍ତୁ ବ୍ୟବସ୍ଥା ସଂସ୍ଥାପନର ପରବର୍ତ୍ତୀ ସମୟରେ ଈଶ୍ୱର ନିଜର ପ୍ରତିଜ୍ଞା ଓ ଶପଥ ଅନୁଯାୟୀ ତାଙ୍କର ଯେଉଁ ପୁତ୍ରଙ୍କୁ ମହାଯାଜକ ରୂପେ ନୁଯୁକ୍ତ କଲେ, ସେ ଚିରକାଳ ପାଇଁ ସିଦ୍ଧ ହୋଇଛନ୍ତି।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

28 ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ଈଶ୍ବରଙ୍କ ପୁତ୍ରଙ୍କୁ ନିଯୁକ୍ତ କରେ।

See the chapter Copy




ଏବ୍ରୀ 7:28

Follow us:

Advertisements


Advertisements