ଏବ୍ରୀ 7:6 - ପବିତ୍ର ବାଇବଲ6 ମଲ୍କୀଷେଦକ ଲେବୀ ବଂଶର ନ ଥିଲେ। ତଥାପି ସେ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଲେ। ଓ ସେ ପରମେଶ୍ୱରଙ୍କ ପ୍ରତିଜ୍ଞାର ଅଧିକାରୀ ଅବ୍ରହାମଙ୍କୁ ଆଶୀର୍ବାଦ କଲେ। See the chapterପବିତ୍ର ବାଇବଲ (Re-edited) - (BSI)6 କିନ୍ତୁ ଏହି ଯେଉଁ ବ୍ୟକ୍ତି ସେମାନଙ୍କ ବଂଶାବଳୀର ଅନ୍ତର୍ଗତ ନୁହନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ। See the chapterଓଡିଆ ବାଇବେଲ6 କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ । See the chapterପବିତ୍ର ବାଇବଲ (CL) NT (BSI)6 ମଲ୍କିସେଦକ ଲେବୀ ବଂଶୀୟ ନ ଥିଲେ ସୁଦ୍ଧା, ସେ ଈଶ୍ୱରଙ୍କ ପ୍ରତିଶ୍ରୁତିପ୍ରାପ୍ତ ଅବ୍ରାହାମଙ୍କଠାରୁ ଏକ ଦଶମାଂସ ଦାନ ଗ୍ରହଣ କରି ତାଙ୍କୁ ଆଶୀର୍ବାଦ କରିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 କିନ୍ତୁ ମଲ୍କୀଷେଦକ, ଲେବୀୟ ବଂଶାବଳୀର ଅନ୍ତର୍ଗତ ନୁହଁନ୍ତି, ସେ ଅବ୍ରହାମଙ୍କଠାରୁ ଦଶମାଂଶ ଗ୍ରହଣ କରି ପ୍ରତିଜ୍ଞାର ଅଧିକାରୀଙ୍କୁ ଆଶୀର୍ବାଦ କରିଥିଲେ। See the chapter |