ଏବ୍ରୀ 8:2 - ପବିତ୍ର ବାଇବଲ2 ଆମ୍ଭର ମହାଯାଜକ ମହାପବିତ୍ର ସ୍ଥାନରେ ସେବା କାର୍ଯ୍ୟ କରନ୍ତି। ସେ ଲୋକମାନଙ୍କ ହସ୍ତ ନିର୍ମିତ ସ୍ଥାନରେ ନୁହେଁ, ମାତ୍ର ପରମେଶ୍ୱରଙ୍କ ଦ୍ୱାରା ନିର୍ମିତ ସେହି ଉପାସନା ସ୍ଥଳରେ ସେବା କରନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)2 ସେ ମହାପବିତ୍ର ସ୍ଥାନର ପୁଣି ଯେଉଁ ଯଥାର୍ଥ ତମ୍ଭୁ ମନୁଷ୍ୟ ଦ୍ଵାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ଵାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି। See the chapterଓଡିଆ ବାଇବେଲ2 ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି । See the chapterପବିତ୍ର ବାଇବଲ (CL) NT (BSI)2 ସେ ଯେଉଁ ମହାପବିତ୍ର ସ୍ଥାନରେ ସ୍ଥାପିତ ତମ୍ବୁ ତଳେ ମହାଯାଜକ ଭାବରେ କାର୍ଯ୍ୟ କରନ୍ତି, ତାହା ମନୁଷ୍ୟ ଦ୍ୱାରା ନିର୍ମିତ ନୁହେଁ, ତାହାକୁ ଈଶ୍ୱର ସ୍ଥାପନ କରିଛନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ସେ ମହାପବିତ୍ର ସ୍ଥାନର ପୁଣି, ଯେଉଁ ଯଥାର୍ଥ ତମ୍ବୁ ମନୁଷ୍ୟ ଦ୍ୱାରା ସ୍ଥାପିତ ନ ହୋଇ ପ୍ରଭୁଙ୍କ ଦ୍ୱାରା ସ୍ଥାପିତ ହୋଇଅଛି, ସେଥିର ସେବକ ଅଟନ୍ତି। See the chapter |