ଏବ୍ରୀ 9:12 - ପବିତ୍ର ବାଇବଲ12 ଏହି ସ୍ଥାନଟି ଏହି ଜଗତର ନୁହେଁ। ଖ୍ରୀଷ୍ଟ ମହାପବିତ୍ର ସ୍ଥାନରେ ଛେଳି ବା ଗୋବତ୍ସର ରକ୍ତ ନୁହେଁ, ମାତ୍ର ନିଜ ରକ୍ତ ଘେନି ଏକାଥରକେ ପ୍ରବେଶ କଲେ ଓ ସବୁ ଦିନ ପାଇଁ ଆମ୍ଭକୁ ମୁକ୍ତି ଦାନ କଲେ। See the chapterପବିତ୍ର ବାଇବଲ (Re-edited) - (BSI)12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନ; ମୁକ୍ତି ସାଧନ କରିଅଛନ୍ତି। See the chapterଓଡିଆ ବାଇବେଲ12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)12 ଖ୍ରୀଷ୍ଟ ସେହି ତମ୍ୱୁ ମଧ୍ୟ ଦେଇ ଉକ୍ତ ମହାପବିତ୍ର ସ୍ଥାନରେ ଏକାଥରକ ପାଇଁ ପ୍ରବେଶ କରିବା ବେଳେ ସେଠାରେ ବଳି ଉତ୍ସର୍ଗ ନିମନ୍ତେ ଅନନ୍ତକାଳୀନ ମୁକ୍ତି ସାଧନ କଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ମାତ୍ର ଆପଣାର ରକ୍ତ ଘେନି ଏକାଥରକେ ମହାପବିତ୍ର ସ୍ଥାନରେ ପ୍ରବେଶ କରି ଅନନ୍ତ ମୁକ୍ତି ସାଧନ କରିଅଛନ୍ତି। See the chapter |