Online Bible

- Advertisements -




ଏବ୍ରୀ 9:18 - ପବିତ୍ର ବାଇବଲ

18 ପରମେଶ୍ୱର ଓ ଲୋକଙ୍କ ମଧ୍ୟରେ ହୋଇଥିବା ପ୍ରଥମ ନିୟମ ଠିକ୍ ସେହିଭଳି। ପ୍ରଥମ ନିୟମ ମଧ୍ୟ ରକ୍ତଦ୍ୱାରା କାର୍ଯ୍ୟକାରୀ ହୋଇଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

18 ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନାରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।

See the chapter Copy

ଓଡିଆ ବାଇବେଲ

18 ଏଥି ନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା ।

See the chapter Copy

ପବିତ୍ର ବାଇବଲ (CL) NT (BSI)

18 ସେଥିପାଇଁ ପ୍ରଥମ ନିୟମ ମଧ୍ୟ ରକ୍ତପାତ ଦ୍ୱାରା କାର୍ଯ୍ୟକାରୀ ହୋଇଥିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିନିମନ୍ତେ ପ୍ରଥମ ନିୟମ ମଧ୍ୟ ବିନା ରକ୍ତରେ ପ୍ରତିଷ୍ଠିତ ହୋଇ ନ ଥିଲା।

See the chapter Copy




ଏବ୍ରୀ 9:18

Follow us:

Advertisements


Advertisements