ଏବ୍ରୀ 9:20 - ପବିତ୍ର ବାଇବଲ20 ତା'ପରେ ମୋଶା କହିଲେ, “ଯେଉଁ ନିୟମଗୁଡ଼ିକୁ ପରମେଶ୍ୱର ତୁମ୍ଭମାନଙ୍କୁ ପାଳନ କରିବା ପାଇଁ ଆଜ୍ଞା ଦେଇଛନ୍ତି, ସେହି ନିୟମର ରକ୍ତ ଏହି।” See the chapterପବିତ୍ର ବାଇବଲ (Re-edited) - (BSI)20 ଈଶ୍ଵର ତୁମ୍ଭମାନଙ୍କ ସମ୍ଵନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି। See the chapterଓଡିଆ ବାଇବେଲ20 ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଦେଶ କରିଅଛନ୍ତି, ସେହି ନିୟମର ରକ୍ତ ଏହି । See the chapterପବିତ୍ର ବାଇବଲ (CL) NT (BSI)20 ସେ କହିଲେ, “ଯେଉଁ ନିୟମ ପାଳନ କରିବାକୁ ଈଶ୍ୱର ତୁମ୍ଭମାନଙ୍କୁ ଆଦେଶ ଦେଇଛନ୍ତି, ଏହି ରକ୍ତ ସେହି ନୟମକୁ ମୁଦ୍ରାଙ୍କିତ କରୁଛି।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ଈଶ୍ବର ତୁମ୍ଭମାନଙ୍କ ସମ୍ବନ୍ଧରେ ଯେଉଁ ନିୟମ ଆଜ୍ଞା କରିଅଛନ୍ତି, ସେହି ନିୟମର ରକ୍ତ ଏହି। See the chapter |