ଏବ୍ରୀ 9:26 - ପବିତ୍ର ବାଇବଲ26 ଯଦି ଖ୍ରୀଷ୍ଟ ନିଜକୁ ଅନେକ ଥର ସମର୍ପଣ କରି ଥାଆନ୍ତେ, ତା'ହେଲେ ଜଗତ ସୃଷ୍ଟି ହେବା ଦିନଠାରୁ ତାହାଙ୍କୁ ଅନେକ ଥର ଯାତନା ସହିବାକୁ ପଡ଼ିଥା’ନ୍ତା। କିନ୍ତୁ ଖ୍ରୀଷ୍ଟ ଥରେ ମାତ୍ର ଆସିଲେ ଓ ନିଜକୁ ଉତ୍ସର୍ଗ କଲେ। ଯୁଗାନ୍ତ ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ୱାରା ଯୀଶୁ ସମସ୍ତ ପାପ ହରଣ କରିବା ପାଇଁ ଆସିଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)26 ତାହାହେଲେ ଜଗତର ପତ୍ତନାବଧି ଥରକୁ ଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗା; ସମୟରେ ଆପଣାକୁ ବଳିରୂପେ ଉତ୍ସର୍ଗ କରିବା ଦ୍ଵାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି। See the chapterଓଡିଆ ବାଇବେଲ26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି । See the chapterପବିତ୍ର ବାଇବଲ (CL) NT (BSI)26 ତାହାହେଲେ, ତାଙ୍କୁ ଜଗତର ସୃଷ୍ଟି ସମୟରୁ ବହୁବାର ଦୁଃଖଭୋଗ କରିବାକୁ ପଡ଼ି ଥାଆନ୍ତି। ବରଞ୍ଚ ସେ ଯୁଗାନ୍ତ ସମୟରେ ନିଜକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା କାଳ କାଳକୁ ପାପର ଶକ୍ତି ଲୋପ କରିବା ପାଇଁ ଆସିଥିଲେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି। See the chapter |