ଏବ୍ରୀ 9:6 - ପବିତ୍ର ବାଇବଲ6 ମୋର କହିବା ଅନୁଯାୟୀ ସେହି ତମ୍ବୁରେ ସମସ୍ତ କିଛି ପ୍ରସ୍ତୁତ କରି ରଖା ଯାଇଥିଲା। ଯାଜକମାନେ ଉପାସନା କାର୍ଯ୍ୟ କରିବା ପାଇଁ ପ୍ରଥମ ବଖରାଟିକୁ ପ୍ରତିଦିନ ଯାଆନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)6 ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକ-ମାନେ ଉପାସନା କରିବା ନିମନ୍ତେ ତମ୍ଵୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, See the chapterଓଡିଆ ବାଇବେଲ6 ଏହି ସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, See the chapterପବିତ୍ର ବାଇବଲ (CL) NT (BSI)6 ସେଠାରେ ଏହିପରି ବ୍ୟବସ୍ଥା ରହିଛି:ଯାଜକମାନେ ପ୍ରତିଦିନ ତମ୍ବୁର ପ୍ରଥମ ପ୍ରକାଷ୍ଠରେ ପ୍ରବେଶ କରି ସମାନଙ୍କର କର୍ତ୍ତବ୍ୟ ସାଧନ କରନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଏହିସବୁ ଏହି ପ୍ରକାରେ ପ୍ରସ୍ତୁତ ହୋଇଥିବାରୁ ଯାଜକମାନେ ଉପାସନା କରିବା ନିମନ୍ତେ ତମ୍ବୁର ପ୍ରଥମ ଭାଗରେ ସର୍ବଦା ପ୍ରବେଶ କରନ୍ତି, See the chapter |