ଏବ୍ରୀ 9:9 - ପବିତ୍ର ବାଇବଲ9 ଏହା ଆଜି ଆମ୍ଭ ପାଇଁ ଉଦାହରଣ ସ୍ୱରୂପ। ଏହା ସୂଗ୍ଭଇ ଦିଏ ଯେ, ଯେଉଁ ଦାନ ଓ ବଳିଗୁଡ଼ିକ ପରମେଶ୍ୱରଙ୍କୁ ଉତ୍ସର୍ଗ କରାଯାଏ, ତଦ୍ଦ୍ୱାରା ଉପାସକ ପାପରୁ ସମ୍ପୂର୍ଣ୍ଣ ଧୌତ ହୋଇପାରେ ନାହିଁ। ଉକ୍ତ ବଳି ହେତୁ ସେ ସିଦ୍ଧିଲାଭ କରିପାରେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)9 ଏହି ପ୍ରଥମ ତମ୍ଭୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ଵରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ; See the chapterଓଡିଆ ବାଇବେଲ9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହି ସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରି ପାରେ ନାହିଁ; See the chapterପବିତ୍ର ବାଇବଲ (CL) NT (BSI)9 ବିର୍ତ୍ତମାନ କାଳକୁ ଲକ୍ଷ୍ୟ କରି ଏହା ଏକ ଦୃଷ୍ଟାନ୍ତ ସ୍ୱରୂପ। ଏହାର ଅର୍ଥ ହେଉଛି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗିତ ନୈବେଦ୍ୟ ଏବଂ ପଶୁବଳି ଉପାସକର ହୃଦୟକୁ ସିଦ୍ଧ କରିପାରେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ଏହି ପ୍ରଥମ ତମ୍ବୁ ବର୍ତ୍ତମାନ ସମୟ ନିମନ୍ତେ ନିଦର୍ଶନ ସ୍ୱରୂପ, ଆଉ ତଦନୁସାରେ ଦାନ ଓ ବଳି ଉଭୟ ଉତ୍ସର୍ଗ କରାଯାଏ, କିନ୍ତୁ ଏହିସବୁ ଉପାସକକୁ ବିବେକଗତ ସିଦ୍ଧି ଦାନ କରିପାରେ ନାହିଁ; See the chapter |