ହୋଶେୟ 7:2 - ପବିତ୍ର ବାଇବଲ2 ସେମାନଙ୍କର ଦୋଷକୁ ଆମ୍ଭେ ସ୍ମରଣ କରିବା ସେହି ଲୋକମାନେ ବିଶ୍ୱାସ କରନ୍ତି ନାହିଁ। ସେମାନେ ଯେଉଁ ମନ୍ଦକାର୍ଯ୍ୟସବୁ ଗ୍ଭରିଆଡ଼େ କରିଥିଲେ ଆମ୍ଭେ ସ୍ପଷ୍ଟ ଭାବରେ ଦେଖି ପାରୁଛୁ। See the chapterପବିତ୍ର ବାଇବଲ (Re-edited) - (BSI)2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ବେଷ୍ଟନ କରିଅଛି; ସେସବୁ ଆମ୍ଭ ସମ୍ମୁଖରେ ଅଛି। See the chapterଓଡିଆ ବାଇବେଲ2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରି ଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ପୁଣି, ଆମ୍ଭେ ଯେ ସେମାନଙ୍କର ସମସ୍ତ ଦୁଷ୍ଟତା ସ୍ମରଣ କରୁ, ଏହା ସେମାନେ ଆପଣାମାନଙ୍କ ଅନ୍ତଃକରଣରେ ବିବେଚନା କରନ୍ତି ନାହିଁ; ଏବେ ସେମାନଙ୍କର ନିଜ କାର୍ଯ୍ୟସବୁ ସେମାନଙ୍କୁ ଘେରିଅଛି; ସେହି ସବୁ ଆମ୍ଭ ସମ୍ମୁଖରେ ଅଛି। See the chapter |