Online Bible

- Advertisements -




ଯିଶାଇୟ 19:9 - ପବିତ୍ର ବାଇବଲ

9 ଯେଉଁ ଲୋକମାନେ ଲୁଗା ବୁଣୁଥିଲେ ସେମାନେ ଅତ୍ୟନ୍ତ ଦୁଃଖିତ ହେବେ। କାରଣ ସେମାନେ ଯେଉଁ ଛଣପଟ ଶୁକ୍ଳବସ୍ତ୍ର ପାଇଁ ଦରକାର କରନ୍ତି, ନଦୀ ଶୁଖି ଯିବାରୁ ତାହା ଆଉ ଜନ୍ମିବ ନାହିଁ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।

See the chapter Copy

ଓଡିଆ ବାଇବେଲ

9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳ ବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।

See the chapter Copy




ଯିଶାଇୟ 19:9

Follow us:

Advertisements


Advertisements