ଯିଶାଇୟ 2:11 - ପବିତ୍ର ବାଇବଲ11 ଗର୍ବିତ ମାନବ ଅହଙ୍କାର କରିବ ନାହିଁ। ସେହି ଅହଙ୍କାରୀଗଣ ଲଜ୍ଜାରେ ଅବନତ ହେବେ। ମାତ୍ର ସେତେବେଳେ ସଦାପ୍ରଭୁ ସ୍ଥିର ଓ ଉନ୍ନତ ରହିବେ। See the chapterପବିତ୍ର ବାଇବଲ (Re-edited) - (BSI)11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି ସେଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। See the chapterଓଡିଆ ବାଇବେଲ11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ। See the chapter |