Online Bible

- Advertisements -




ଯିଶାଇୟ 22:7 - ପବିତ୍ର ବାଇବଲ

7 ପୁଣି ତୁମ୍ଭମାନଙ୍କର ସେହି ବିଶେଷ ଉପତ୍ୟକାରେ ସୈନ୍ୟମାନେ ଭେଟିବେ। ସେହି ଉପତ୍ୟକା ରଥରେ ପରିପୂର୍ଣ୍ଣ ହେବ। ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସଜ୍ଜିତ ହୋଇ ରହିବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ଵାରୋହୀମାନେ ନଗର-ଦ୍ଵାରରେ ସସଜ୍ଜ ହୋଇଥିଲେ।

See the chapter Copy

ଓଡିଆ ବାଇବେଲ

7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର ଦ୍ୱାରରେ ସସଜ୍ଜ ହୋଇଥିଲେ।”

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।

See the chapter Copy




ଯିଶାଇୟ 22:7

Follow us:

Advertisements


Advertisements