ଯିଶାଇୟ 3:4 - ପବିତ୍ର ବାଇବଲ4 ପରମେଶ୍ୱର କୁହନ୍ତି, “ସେମାନଙ୍କ ଉପରେ ଶାସନ କରିବା ପାଇଁ ମୁଁ ଯୁବା ପିଲାମାନଙ୍କୁ ବନ୍ଦୋବସ୍ତ କରିବି ଓ ଶିଶୁମାନେ ସେମାନଙ୍କୁ ପରିଗ୍ଭଳନା କରିବେ। See the chapterପବିତ୍ର ବାଇବଲ (Re-edited) - (BSI)4 ପୁଣି, ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ। See the chapterଓଡିଆ ବାଇବେଲ4 “ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଆମ୍ଭେ ବାଳକମାନଙ୍କୁ ସେମାନଙ୍କର ଅଧିପତି କରିବା ଓ ଶିଶୁମାନେ ସେମାନଙ୍କ ଉପରେ ଶାସନ କରିବେ। See the chapter |