ଯିଶାଇୟ 5:7 - ପବିତ୍ର ବାଇବଲ7 ଇସ୍ରାଏଲର ଗୋଷ୍ଠୀ ସଦାପ୍ରଭୁ ସର୍ବଶକ୍ତିମୟଙ୍କର ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାକ୍ଷେତ ଓ ଯିହୁଦାର ଲୋକେ ତାଙ୍କର ପ୍ରିୟ ଦ୍ରାକ୍ଷାଲତାର ଦ୍ରାକ୍ଷାଫଳ। ସଦାପ୍ରଭୁ ସେଠାରେ ନ୍ୟାୟ ଆଶା କରୁଥିଲେ ମାତ୍ର ସେଠାରେ କେବଳ ମୃତ୍ୟୁ ଥିଲା। ସଦାପ୍ରଭୁ ସେଠାରେ ଧାର୍ମିକତା ଆଶା କରୁଥିଲେ ମାତ୍ର ସେଠାରେ କେବଳ ବିଳାପ ଥିଲା। ସେଠାରେ ଲୋକମାନେ କେବଳ ସନ୍ତାପିତ ହେଉଥିଲେ। See the chapterପବିତ୍ର ବାଇବଲ (Re-edited) - (BSI)7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। See the chapterଓଡିଆ ବାଇବେଲ7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯେହେତୁ ଇସ୍ରାଏଲ ବଂଶ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦ୍ରାକ୍ଷାକ୍ଷେତ୍ର ଓ ଯିହୁଦାର ଲୋକେ ତାହାଙ୍କର ମନୋରମ ଚାରା; ସେ ନ୍ୟାୟ ଅପେକ୍ଷା କଲେ, ମାତ୍ର ଦେଖ, ଉପଦ୍ରବ; ଧାର୍ମିକତା ଅପେକ୍ଷା କଲେ, ମାତ୍ର ଦେଖ, କ୍ରନ୍ଦନ। See the chapter |