ଯିଶାଇୟ 53:7 - ପବିତ୍ର ବାଇବଲ7 ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହୋଇ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମେଷ ଶାବକ ତୁଲ୍ୟ ଓ ଲୋମ ଛେଦନକାରୀଙ୍କ ସମ୍ମୁଖରେ ନିରୀହ ମେଷ ତୁଲ୍ୟ ସେ ନିଜର ମୁଖ ଫିଟାଇଲେ ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷୀ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। See the chapterଓଡିଆ ବାଇବେଲ7 ସେ ଉପଦ୍ରବ ପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ସେ ଉପଦ୍ରବପ୍ରାପ୍ତ ହେଲେ, ତଥାପି ସେ ଆପଣାକୁ ନମ୍ର କରି ଆପଣା ମୁଖ ଫିଟାଇଲେ ନାହିଁ; ବଧ ସ୍ଥାନକୁ ନିଆଯିବା ମେଷଶାବକ ତୁଲ୍ୟ, ଲୋମଚ୍ଛେଦକମାନଙ୍କ ସମ୍ମୁଖରେ ନୀରବ ମେଷ ତୁଲ୍ୟ ହୋଇ ସେ ଆପଣା ମୁଖ ଫିଟାଇଲେ ନାହିଁ। See the chapter |