Online Bible

- Advertisements -




ଯିଶାଇୟ 58:9 - ପବିତ୍ର ବାଇବଲ

9 ସେତେବେଳେ ତୁମ୍ଭେ ସଦାପ୍ରଭୁଙ୍କୁ ଡାକିବ ଓ ସେ ଉତ୍ତର ଦେବେ। ତୁମ୍ଭେ ଆର୍ତ୍ତସ୍ୱରରେ କହିବ, ଆଉ ସେ ଉତ୍ତର ଦେବେ, “ଆମ୍ଭେ ଏଠାରେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜନ ଓ ଅଧର୍ମ ବାକ୍ୟ ଦୂର କର

See the chapter Copy

ପବିତ୍ର ବାଇବଲ (Re-edited) - (BSI)

9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ଵର କରିବ, ଆଉ ସେ କହିବେ, ଆମ୍ଭେ ଉପସ୍ଥିତ ଅଛୁ। ଯେବେ ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳିତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;

See the chapter Copy

ଓଡିଆ ବାଇବେଲ

9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, “ଆମ୍ଭେ ଉପସ୍ଥିତ ଅଛୁ।” ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେତେବେଳେ ତୁମ୍ଭେ ଡାକିବ ଓ ସଦାପ୍ରଭୁ ଉତ୍ତର ଦେବେ; ତୁମ୍ଭେ ଆର୍ତ୍ତସ୍ୱର କରିବ, ଆଉ ସେ କହିବେ, ‘ଆମ୍ଭେ ଉପସ୍ଥିତ ଅଛୁ।’ ଯଦି ତୁମ୍ଭେ ଆପଣା ମଧ୍ୟରୁ ଯୁଆଳି, ଅଙ୍ଗୁଳି ତର୍ଜ୍ଜନ ଓ ଅଧର୍ମ ବାକ୍ୟ ଦୂର କର;

See the chapter Copy




ଯିଶାଇୟ 58:9

Follow us:

Advertisements


Advertisements