Online Bible

- Advertisements -




ଯିଶାଇୟ 64:2 - ପବିତ୍ର ବାଇବଲ

2 ଦେଶୀୟମାନେ ଯେପରି ତୁମ୍ଭ ସାକ୍ଷାତରେ କମ୍ପମାନ ହେବେ ଓ ଏଥି ସକାଶେ ତୁମ୍ଭ ବିପକ୍ଷଗଣଙ୍କୁ ତୁମ୍ଭ ନାମ ଜ୍ଞାତ କରାଇବା ନିମନ୍ତେ ପର୍ବତଗୁଡ଼ିକ ଜ୍ୱଳନ୍ତ ଝାଟି ସଦୃଶ ଓ ଉତ୍ତପ୍ତ ଜଳ ଫୁଟିଲା ସଦୃଶ ହେବେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଅଗ୍ନି ଝାଟି ଜ୍ଵଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯେବେ ତୁମ୍ଭେ ଆକାଶମଣ୍ତଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସ; ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେଣ!

See the chapter Copy

ଓଡିଆ ବାଇବେଲ

2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ !

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଅଗ୍ନି ଝାଟି ଜ୍ୱଳାଇବା ପରି, ଅଗ୍ନି ଜଳ ଫୁଟାଇବା ପରି ଯଦି ତୁମ୍ଭେ ଆକାଶମଣ୍ଡଳ ବିଦୀର୍ଣ୍ଣ କରି ଓହ୍ଲାଇ ଆସନ୍ତ ଓ ପର୍ବତଗଣ ତୁମ୍ଭ ସାକ୍ଷାତରେ ପ୍ରବାହିତ ହୁଅନ୍ତେ!

See the chapter Copy




ଯିଶାଇୟ 64:2

Follow us:

Advertisements


Advertisements