Online Bible

- Advertisements -




ଯିଶାଇୟ 8:3 - ପବିତ୍ର ବାଇବଲ

3 ତା'ପରେ ମୁଁ ଭବିଷ୍ୟ‌ଦ୍‌ବକ୍ତ୍ରୀଙ୍କ ନିକଟକୁ ଗଲି। ସେ ଗର୍ଭବତୀ ଥିଲେ ଓ ଏକ ପୁତ୍ର ପ୍ରସବ କଲେ। ତା'ପରେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲ-ହାଶ୍-ବସ୍ ରଖ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ଅନନ୍ତର ମୁଁ ଭବିଷ୍ୟଦ୍ବକ୍ତ୍ରୀଠାରେ ଗମନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, ତାହାର ନାମ ମହେରଶାଲଲହାଶ୍-ବସ୍ ରଖ।

See the chapter Copy

ଓଡିଆ ବାଇବେଲ

3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍‍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍‍-ବସ୍‍ ରଖ।

See the chapter Copy




ଯିଶାଇୟ 8:3

Follow us:

Advertisements


Advertisements