ଯିଶାଇୟ 8:7 - ପବିତ୍ର ବାଇବଲ7 ମାତ୍ର ମୁଁ ସଦାପ୍ରଭୁ ଅଶୂର ରାଜା ଓ ତାହାର ସମସ୍ତ ଶକ୍ତିକୁ ତୁମ୍ଭ ବିରୁଦ୍ଧରେ ଆଣିବି। ସେମାନେ ଫରାତ୍ ନଦୀର ଶକ୍ତିଶାଳୀ ବନ୍ୟାର ସ୍ରୋତ ପରି ପ୍ରବଳ ପରାକ୍ରମୀ ହୋଇ ଆସିବେ। ବନ୍ୟାଜଳ କୂଳ ଲଙ୍ଘନ କଲାପରି ସେମାନେ ସମସ୍ତଙ୍କ ଉପରେ ପ୍ରଭାବ ବିସ୍ତାର କରିବେ। See the chapterପବିତ୍ର ବାଇବଲ (Re-edited) - (BSI)7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ ଓ ଅପାର ଜଳ ସ୍ଵରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ; See the chapterଓଡିଆ ବାଇବେଲ7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ ଦେଖ, ପ୍ରଭୁ ଏବେ ନଦୀର ପ୍ରବଳ, ଅପାର ଜଳ ସ୍ୱରୂପ ଅଶୂରର ରାଜାକୁ ଓ ତାହାର ସମସ୍ତ ପ୍ରତାପକୁ ସେମାନଙ୍କ ଉପରେ ଆଣୁଅଛନ୍ତି; ତହୁଁ ସେ ଆପଣାର ସମସ୍ତ ଜଳପ୍ରଣାଳୀ ଉପରେ ବଢ଼ି ଆପଣାର ବନ୍ଧ ଉପର ଦେଇ ଚାଲିଯିବ; See the chapter |