ଯିଶାଇୟ 8:8 - ପବିତ୍ର ବାଇବଲ8 ସେହି ଜଳରାଶି ଯିହୁଦା ପର୍ଯ୍ୟନ୍ତ ମାଡ଼ିଯିବ ଓ ଯିହୁଦାର କଣ୍ଠ ପର୍ଯ୍ୟନ୍ତ ବ୍ୟାପିବ। ପରିଶେଷରେ ତାକୁ ବୁଡ଼ାଇ ଦେବ। “ହେ ଇମ୍ମାନୁୟେଲ, ଏହି ବନ୍ୟାଦ୍ୱାରା ତୁମ୍ଭର ସମସ୍ତ ଦେଶ ଜଳମଗ୍ନ ହେବ।” See the chapterପବିତ୍ର ବାଇବଲ (Re-edited) - (BSI)8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ଵାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ। See the chapterଓଡିଆ ବାଇବେଲ8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।” See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।” See the chapter |