ଯିଶାଇୟ 8:9 - ପବିତ୍ର ବାଇବଲ9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ ଯୁଦ୍ଧ ପାଇଁ ପ୍ରସ୍ତୁତ ହୁଅ, ମାତ୍ର ତୁମ୍ଭେମାନେ ପରାସ୍ତ ହେବ। ହେ ଦୂର ଦେଶୀୟ ଲୋକମାନେ, ତୁମ୍ଭେମାନେ ଧ୍ୟାନପୂର୍ବକ ଶୁଣ। ତୁମ୍ଭେମାନେ ଯୁଦ୍ଧପାଇଁ ପ୍ରସ୍ତୁତ ହେଲେବି ତୁମ୍ଭେମାନେ ପରାଜିତ ହେବ। See the chapterପବିତ୍ର ବାଇବଲ (Re-edited) - (BSI)9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ। See the chapterଓଡିଆ ବାଇବେଲ9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟି ବନ୍ଧନ କର, ମଧ୍ୟ ଭଗ୍ନ ହେବ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ହେ ଗୋଷ୍ଠୀସମୂହ, ତୁମ୍ଭେମାନେ କୋଳାହଳ କର, ମଧ୍ୟ ତୁମ୍ଭେମାନେ ଭଗ୍ନ ହେବ; ପୁଣି, ହେ ଦୂରଦେଶୀୟ ଲୋକ ସମସ୍ତେ, ତୁମ୍ଭେମାନେ କର୍ଣ୍ଣପାତ କର; ତୁମ୍ଭେମାନେ କଟିବନ୍ଧନ କର, ମଧ୍ୟ ଭଗ୍ନ ହେବ। See the chapter |