ଯିଶାଇୟ 9:9 - ପବିତ୍ର ବାଇବଲ9 ତାହାପରେ ଇଫ୍ରୟିମର ପ୍ରତ୍ୟେକ ଲୋକ ଓ ଏପରିକି ଶମରିୟାର ପ୍ରାଚୀନଗଣ ଜାଣିବେ ଯେ ପରମେଶ୍ୱର ସେମାନଙ୍କୁ ଦଣ୍ଡ ଦେଲେ। ସେହି ଲୋକମାନେ ପୁଣି ଅହଙ୍କାରୀ ହୋଇ ଦର୍ପରେ କୁହନ୍ତି। See the chapterପବିତ୍ର ବାଇବଲ (Re-edited) - (BSI)9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, See the chapterଓଡିଆ ବାଇବେଲ9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି ସମସ୍ତ ଲୋକ, ଇଫ୍ରୟିମ ଓ ଶମରୀୟାର ନିବାସୀମାନେ ହିଁ ତାହା ଜାଣିବେ; ସେମାନେ ଅହଙ୍କାରରେ ଓ ଦର୍ପଚିତ୍ତରେ କହନ୍ତି, See the chapter |