ଯାକୁବଙ୍କ ପତ୍ର 2:14 - ପବିତ୍ର ବାଇବଲ14 ମୋ’ ଭାଇ ଓ ଭଉଣୀମାନେ! ଯଦି ଜଣେ କୁହେ, ଯେ, ସେ ଜଣେ ବିଶ୍ୱାସୀ, କିନ୍ତୁ କିଛି କର୍ମ କରେ ନାହିଁ, ତା'ହେଲେ ତାହାର ବିଶ୍ୱାସ ମୂଲ୍ୟହୀନ। କ’ଣ ଏହିଭଳି ବିଶ୍ୱାସ ତାହାକୁ ରକ୍ଷା କରି ପାରିବ? ନା! See the chapterପବିତ୍ର ବାଇବଲ (Re-edited) - (BSI)14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ଵାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ଵାସ କଅଣ ତାହାର ପରିତ୍ରାଣ କରି ପାରେ? See the chapterଓଡିଆ ବାଇବେଲ14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ? See the chapterପବିତ୍ର ବାଇବଲ (CL) NT (BSI)14 ଭାଇମାନେ, କେହି ଯଦି କହେ, ତାହାର ବିଶ୍ୱାସ ଅଛି, ଅଥଚ କର୍ମରେ ତାହା ଦେଖାଏ ନାହିଁ, ତେବେ ତା’ କଥାର କି ମୂଲ୍ୟ ଅଛି? ସେହି ପ୍ରକାର ବିଶ୍ୱାସ ତାକୁ ପରିତ୍ରାଣ ଦେଇପାର କି? See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ? ଏପରି ବିଶ୍ୱାସ କଅଣ ତାହାର ପରିତ୍ରାଣ କରିପାରେ? See the chapter |