ଯାକୁବଙ୍କ ପତ୍ର 3:2 - ପବିତ୍ର ବାଇବଲ2 ଆମ୍ଭେ ସମସ୍ତେ ଅନେକ ଭୁଲ୍ କରୁ। ଯଦି ଜଣେ ଲୋକ କୌଣସି ଭୁଲ୍ କଥା କହି ନାହିଁ, ତା'ହେଲେ ସେ ଜଣେ ସିଦ୍ଧ ମଣିଷ ଅଟେ। ସେ ନିଜ ସମସ୍ତ ଶରୀରକୁ ମଧ୍ୟ ସଂଯତ କରି ପାରିବ। See the chapterପବିତ୍ର ବାଇବଲ (Re-edited) - (BSI)2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ। See the chapterଓଡିଆ ବାଇବେଲ2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ । ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ । See the chapterପବିତ୍ର ବାଇବଲ (CL) NT (BSI)2 ଆମେ ସମସ୍ତେ ଅନେକ ଥର ଭୁଲ କରିଥାଉ। ଯଦି କେହି ତା’କଥାବାର୍ତ୍ତାରେ କଦାପି ଭୁଲି କରେ ନାହିଁ, ତେବେ ସେ ସିଦ୍ଧ ଏବଂ ନିଜକୁ ସମ୍ପୁର୍ଣ୍ଣ ସଂଯୁତ କରିପାରିଛି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ। See the chapter |