ଯାକୁବଙ୍କ ପତ୍ର 4:8 - ପବିତ୍ର ବାଇବଲ8 ପରମେଶ୍ୱରଙ୍କ ନିକଟକୁ ଆସ, ତେବେ ସେ ମଧ୍ୟ ତୁମ୍ଭମାନଙ୍କ ନିକଟକୁ ଆସିବେ। ତୁମ୍ଭେମାନେ ପାପୀ ଅଟ। ଅତଏବ ତୁମ୍ଭମାନଙ୍କ ଜୀବନରୁ ପାପକୁ ପରିଷ୍କାର କର। ତୁମ୍ଭେ ଏକା ସମୟରେ ପରମେଶ୍ୱର ଓ ସଂସାର, ଉଭୟର ଅନୁସରଣ କରିବାକୁ ଚେଷ୍ଟା କରୁଛ। ତୁମ୍ଭର ଚିନ୍ତାଧାରାକୁ ପବିତ୍ର କର। See the chapterପବିତ୍ର ବାଇବଲ (Re-edited) - (BSI)8 ଈଶ୍ଵରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି ହେ ଦ୍ଵିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। See the chapterଓଡିଆ ବାଇବେଲ8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ । ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର । See the chapterପବିତ୍ର ବାଇବଲ (CL) NT (BSI)8 ଈଶ୍ୱରଙ୍କ ନିକଟବର୍ତ୍ତୀ ହୁଅ ଓ ସେ ତୁମର ନିକଟବର୍ତ୍ତୀ ହେବେ। ହେ ପାପିଷ୍ଠ, ତୁମ ହସ୍ତ ଶୁଚି କର। ହେ ଦ୍ୱିମନା, ହୃଦୟ ନିର୍ମଳ କର, ଅନୁତପ୍ତ ହୁଅ, କଦ୍ରନ ଓ ବିଳାପ କର; See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଈଶ୍ବରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର। See the chapter |