ଯାକୁବଙ୍କ ପତ୍ର 5:12 - ପବିତ୍ର ବାଇବଲ12 ମୋ’ ଭାଇ ଓ ଭଉଣୀମାନେ! ମନେରଖ ଯେକୌଣସି ପ୍ରତିଜ୍ଞା କଲାବେଳେ ଶପଥ କର ନାହିଁ। ଏହା ଅତି ଗୁରୁତ୍ୱପୂର୍ଣ୍ଣ ଅଟେ। ତୁମ୍ଭର କଥାକୁ ସତ୍ୟ ବୋଲି ପ୍ରମାଣିତ କରିବା ପାଇଁ ସ୍ୱର୍ଗ, ପୃଥିବୀ ବା ଅନ୍ୟ କିଛିର ନାମ ନିଅ ନାହିଁ। “ତୁମ୍ଭର ହଁ କଥା ହଁ ହେଉ, ଏବଂ ନା କଥା ନା ହେଉ। ଏପରି କଲେ ତୁମ୍ଭେ ଦୋଷୀ ସାବ୍ୟସ୍ତ ହେବ ନାହିଁ।” See the chapterପବିତ୍ର ବାଇବଲ (Re-edited) - (BSI)12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ଵର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ତନୀୟ ନ ହୁଅ। See the chapterଓଡିଆ ବାଇବେଲ12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ । See the chapterପବିତ୍ର ବାଇବଲ (CL) NT (BSI)12 ହେ ଭାଇମାନେ, ପ୍ରତିଜ୍ଞା କଲାବେଳେ ଗଣ ନିୟମ ପାକାଅ ନାହିଁ। ସ୍ୱର୍ଗ କି ମର୍ତ୍ତ୍ୟ କି ଅନ୍ୟ କୌଣସି ବିଷୟ ଦେଇ ଗଣ ପକାଅ ନାହିଁ। ତୁମ “ହିଁ”ର ଅର୍ଥ “ହଁ” ହେଉ, “ନାହିଁ”ର ଅର୍ଥ “ନାହିଁ” ହେଉ। ତାହାହେଲେ, ତୁମେ ଈଶ୍ୱରଙ୍କ ବିଚାରରେ ଦଣ୍ଡନୀୟ ହେବ ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ବିଶେଷତଃ, ହେ ମୋହର ଭାଇମାନେ, ଶପଥ କର ନାହିଁ, ସ୍ୱର୍ଗର ଶପଥ ହେଉ ବା ପୃଥିବୀର ଶପଥ ହେଉ; ଅବା ଅନ୍ୟ କୌଣସି ଶପଥ ହେଉ; କିନ୍ତୁ ତୁମ୍ଭମାନଙ୍କ ହଁ କଥା ହଁ ହେଉ, ନା କଥା ନା ହେଉ, ଯେପରି ତୁମ୍ଭେମାନେ ବିଚାରରେ ଦଣ୍ଡନୀୟ ନ ହୁଅ। See the chapter |