ଯାକୁବଙ୍କ ପତ୍ର 5:15 - ପବିତ୍ର ବାଇବଲ15 ବିଶ୍ୱାସରେ କରାଯାଇଥିବା ସେହି ପ୍ରାର୍ଥନା ରୋଗୀକୁ ସୁସ୍ଥ କରିଦେବ। ପ୍ରଭୁ ତାହାକୁ ସୁସ୍ଥ କରିବେ। ଯଦି ଏହି ଲୋକଟି ପାପ କରିଥାଏ, ତେବେ ପରମେଶ୍ୱର ତାହାକୁ କ୍ଷମା କରିବେ। See the chapterପବିତ୍ର ବାଇବଲ (Re-edited) - (BSI)15 ବିଶ୍ଵାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି ପ୍ରଭୁ ତାହାକୁ ଉଠାଇବେ; ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। See the chapterଓଡିଆ ବାଇବେଲ15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ । See the chapterପବିତ୍ର ବାଇବଲ (CL) NT (BSI)15 ଏଭଳି ବିଶ୍ୱାସପୂର୍ଣ୍ଣ ପ୍ରାର୍ଥନା ପୀଡ଼ିତକୁ ସୁସ୍ଥ କରିବ। ପଭୁ ତାକୁ ଆରୋଗ୍ୟ କରିବେ ଓ ଯଦି ସେ ପାପ କରିଥାଏ, ତାକୁ କ୍ଷମା କରିବେ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ। See the chapter |