ଯାକୁବଙ୍କ ପତ୍ର 5:6 - ପବିତ୍ର ବାଇବଲ6 ତୁମ୍ଭେ ଉତ୍ତମ ଲୋକମାନଙ୍କୁ କୌଣସି ଦୟା ଦେଖାଇଲ ନାହିଁ। ସେମାନେ ତୁମ୍ଭର ବିରୋଧୀ ନ ଥିଲେ ମଧ୍ୟ, ତୁମ୍ଭେ ସେମାନଙ୍କୁ ହତ୍ୟା କରିଛ। See the chapterପବିତ୍ର ବାଇବଲ (Re-edited) - (BSI)6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ। See the chapterଓଡିଆ ବାଇବେଲ6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ । See the chapterପବିତ୍ର ବାଇବଲ (CL) NT (BSI)6 ତୁମେ ନିର୍ଦ୍ଦୋଷ ଲୋକଙ୍କୁ ଦୋଷୀ ସାବ୍ୟସ୍ତ କରି ହତ୍ୟା କରିଛ; ସେମାନେ ତୁମର ପ୍ରତିରୋଧ କରି ପାରି ନାହାିଁନ୍ତି। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତୁମ୍ଭେମାନେ ଧାର୍ମିକକୁ ଦୋଷୀ କରି ବଧ କରିଅଛ; ସେ ତୁମ୍ଭମାନଙ୍କର ପ୍ରତିରୋଧ କରେ ନାହିଁ। See the chapter |