Online Bible

- Advertisements -




ବିଚାରକର୍ତ୍ତା 2:22 - ପବିତ୍ର ବାଇବଲ

22 ମୁଁ ଏହି ଜାତି ଦ୍ୱାରା ଇସ୍ରାଏଲକୁ ପରୀକ୍ଷା କରିବି, ଦେଖ, ଯଦି, ସେମାନେ ସଦାପ୍ରଭୁଙ୍କ ଆଜ୍ଞା ମାନିବେ, ଯେମିତି ତାଙ୍କର ପୂର୍ବପୁରୁଷମାନେ କରିଥିଲେ।”

See the chapter Copy

ପବିତ୍ର ବାଇବଲ (Re-edited) - (BSI)

22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ , ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ଵାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।

See the chapter Copy

ଓଡିଆ ବାଇବେଲ

22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ଯେପରି ଏମାନଙ୍କ ପିତୃଲୋକମାନେ ସଦାପ୍ରଭୁଙ୍କ ମାର୍ଗ ରକ୍ଷା କରିଥିଲେ, ସେପରି ଏମାନେ ତହିଁରେ ଗମନ କରି ତାହା ରକ୍ଷା କରିବେ କି ନାହିଁ, ଏ ବିଷୟରେ ସେହି ଗୋଷ୍ଠୀୟମାନଙ୍କ ଦ୍ୱାରା ଆମ୍ଭେ ଇସ୍ରାଏଲକୁ ପରୀକ୍ଷା କରିବା।”

See the chapter Copy




ବିଚାରକର୍ତ୍ତା 2:22

Follow us:

Advertisements


Advertisements