Online Bible

- Advertisements -




ବିଚାରକର୍ତ୍ତା 3:3 - ପବିତ୍ର ବାଇବଲ

3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ବା‌‌ଲ୍‌‌ହର୍ମୋନ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ସୀଦୋନୀୟ ଏବଂ ହିବ୍ବୀୟ ଲୋକମାନେ।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍ହର୍ମୋନ୍ ପର୍ବତଠାରୁ ହମାତରେ ପ୍ରବେଶିବା ପଥ ପର୍ଯ୍ୟନ୍ତ ଲିବାନୋନ୍ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।

See the chapter Copy

ଓଡିଆ ବାଇବେଲ

3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ-ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି, ପୁଣି ବାଲ୍‍-ହର୍ମୋନ୍‍ ପର୍ବତଠାରୁ ହମାତରେ ପ୍ରବେଶ କରିବା ପଥ ପର୍ଯ୍ୟନ୍ତ ଲିବାନୋନ ପର୍ବତ ନିବାସୀ ସମସ୍ତ କିଣାନୀୟ ଓ ସୀଦୋନୀୟ ଓ ହିବ୍ବୀୟ ଲୋକ।

See the chapter Copy




ବିଚାରକର୍ତ୍ତା 3:3

Follow us:

Advertisements


Advertisements