Online Bible

- Advertisements -




ବିଚାରକର୍ତ୍ତା 8:2 - ପବିତ୍ର ବାଇବଲ

2 କିନ୍ତୁ ଗିଦିୟୋନ ସେମାନଙ୍କୁ କହିଲେ, “ତୁମ୍ଭ ତୁଳନାରେ ମୁଁ କ’ଣ ପାଇଛି? ଏହା ସତ୍ୟ ନୁହେଁ କି, ତୁମ୍ଭେ ମୋର ପରିବାର ଅବୀୟେସର ଯେତେ ଦ୍ରାକ୍ଷାଫଳ ସଂଗ୍ରହ କଲେ ତା'ଠାରୁ ଅଧିକ ଦ୍ରାକ୍ଷା ତୁମ୍ଭେମାନେ ଜମିରେ ଛାଡ଼ିଛ?

See the chapter Copy

ପବିତ୍ର ବାଇବଲ (Re-edited) - (BSI)

2 ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେସରର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?

See the chapter Copy

ଓଡିଆ ବାଇବେଲ

2 ଏଥିରେ ସେ ସେମାନଙ୍କୁ କହିଲେ, ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି ? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ ?

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଏଥିରେ ସେ ସେମାନଙ୍କୁ କହିଲେ, “ଏବେ ତୁମ୍ଭମାନଙ୍କ ତୁଲ୍ୟ ମୁଁ କେଉଁ କର୍ମ କରିଅଛି? ଅବୀୟେଷ୍ରୀୟର ସମସ୍ତ ଦ୍ରାକ୍ଷାଫଳ ସଂଗ୍ରହଠାରୁ କି ଇଫ୍ରୟିମର ଦ୍ରାକ୍ଷାଫଳ ରାଁ କରିବାର ଶ୍ରେଷ୍ଠ ନୁହେଁ?

See the chapter Copy




ବିଚାରକର୍ତ୍ତା 8:2

Follow us:

Advertisements


Advertisements