ବିଚାରକର୍ତ୍ତା 9:41 - ପବିତ୍ର ବାଇବଲ41 ଏହା ପରେ ଅବୀମେଲକ୍ ଅରୁମାରେ ରହିଲେ। ତା'ପରେ ସବୂଲ୍ ଗାଲ୍କୁ ଓ ତା'ର ଭାତୃଗଣକୁ ତଡ଼ି ଦେଲା। ସେ ସେମାନଙ୍କୁ ଶିଖିମରେ ବାସ କରିବାକୁ ଅନୁମତି ଦେଲା ନାହିଁ। See the chapterପବିତ୍ର ବାଇବଲ (Re-edited) - (BSI)41 ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ। See the chapterଓଡିଆ ବାଇବେଲ41 ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ। See the chapterଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT41 ଏଉତ୍ତାରେ ଅବୀମେଲକ୍ ଅରୁମାରେ ରହିଲା; ପୁଣି ସବୂଲ୍ ଗାଲ୍କୁ ଓ ତାହାର ଭ୍ରାତୃଗଣକୁ ତଡ଼ିଦେଲା, ସେମାନଙ୍କୁ ଶିଖିମରେ ବାସ କରିବାକୁ ଦେଲା ନାହିଁ। See the chapter |