Online Bible

- Advertisements -




ବିଚାରକର୍ତ୍ତା 9:5 - ପବିତ୍ର ବାଇବଲ

5 ଅବୀମେଲକ୍ ନିଜର ପିତୃଗୃହ ଅଫ୍ରାକୁ ଗଲା। ସେ ତା'ର ସତୁରି ଜଣ ଭାଇମାନଙ୍କୁ ସେଠାରେ ଗୋଟିଏ ପଥରରେ ହତ୍ୟା କଲା। କିନ୍ତୁ ଯିରୁବ୍ବା‌ଲ୍‌ର କନିଷ୍ଠ ପୁତ୍ର ନିଜକୁ ଲୁଗ୍ଭଇ ରଖିଲା। ତା'ର ନାମ ଯୋଥମ୍ ଥିଲା।

See the chapter Copy

ପବିତ୍ର ବାଇବଲ (Re-edited) - (BSI)

5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍ର କନିଷ୍ଠ ପୁତ୍ର ଯୋଥମ୍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।

See the chapter Copy

ଓଡିଆ ବାଇବେଲ

5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।

See the chapter Copy

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତହୁଁ ସେ ଅଫ୍ରାସ୍ଥିତ ଆପଣା ପିତୃଗୃହକୁ ଯାଇ ଆପଣାର ସତୁରି ଭାଇ ଯିରୁବ୍ବାଲ୍‍ର ପୁତ୍ରମାନଙ୍କୁ ଏକ ପ୍ରସ୍ତର ଉପରେ ବଧ କଲା; ମାତ୍ର ଯିରୁବ୍ବାଲ୍‍ର କନିଷ୍ଠ ପୁତ୍ର ଯୋଥମ୍‍ ଆପଣାକୁ ଲୁଚାଇବାରୁ ଅବଶିଷ୍ଟ ରହିଲା।

See the chapter Copy




ବିଚାରକର୍ତ୍ତା 9:5

Follow us:

Advertisements


Advertisements